ଅରିନ୍ଦମ ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

0 70

ଭୁବନେଶ୍ୱର : ମୁଣ୍ଡଳୀ ଠାରେ ବୋଟ୍ ଓଲଟି ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଟୁଇଟ୍ କରିଛନ୍ତି ଯେ କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି ।

Leave A Reply

Your email address will not be published.