କରୋନାରେ ଦେଶରେ ଗତ ୨୪ ଘଂଟାରେ ୨୮,୩୨୬ ନୂଆ ମାମଲା

PATNA, APR 11 (UNI):- Health worker takes swab sample of a migrants arrives from Maharashtra outside COVID-19 testing counter, amid rise in Covid-19 cases across the country, at Patna railway station on Sunday. UNI PHOTO-7U
0 66

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୨୮,୩୨୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୬୦ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା : ୩,୦୩,୪୭୬ ଥିବା ବେଳେ ବର୍ତମାନ ସୁଦ୍ଧା ୪,୪୬,୯୧୮ ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୪,୮୮,୯୪୫ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୫୬,୩୨,୪୩,୨୪୫ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Leave A Reply

Your email address will not be published.