ରାଜ୍ୟରେ ଗୋଟିଏ ଦିନରେ ୫୮୫ କରୋନା ଆକ୍ରାନ୍ତ ଚିହ୍ନଟ

0 64

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୪୩୨୦

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୫୮୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୪୩୨୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୧୮୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୯୦୯ ରହିଛି।

Leave A Reply

Your email address will not be published.