କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୮,୮୩୩ନୂଆ ମାମଲା

0 75

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୮,୮୩୩ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୭୮ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୪୬,୬୮୭ ଥିବା ବେଳେ ବର୍ତମାନ ସୁଦ୍ଧା ୪,୪୯,୫୩୮, ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୪,୦୯,୮୨୫ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୫୭,୬୮,୦୩,୮୬୭ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Leave A Reply

Your email address will not be published.