୨୬୮ ଗ୍ରାମ୍ ବ୍ରାଉନସୁଗାର ଜବତ, ୩ ଗିରଫ

0 64

କଟକ : କଟକରୁ ୨୬୮ ଗ୍ରାମ୍ ଓଜନର ବ୍ରାଉନସୁଗାର ଜବତ ହୋଇଛି । ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ । କଟକର ଦରଘାବଜାର ଅଂଚଳରେ ଚଢ଼ଉ କରି ଏହି ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରିଛି ପୋଲିସ । ଜବତ ବ୍ରାଉନସୁଗାରର ମୂଲ୍ୟ ୨୬ ଲକ୍ଷରୁ ଉର୍ଦ୍ଧ୍ୱ ହେବ ବୋଲି ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ ଡିସିପି ପ୍ରତୀକ ସିଂହ ।

Leave A Reply

Your email address will not be published.