ବାରବାଙ୍କୀ ସଡ଼କ ଦୁର୍ଘଟଣାରେ ମୃତକଙ୍କ ପରିବାର ପ୍ରତି ରାଷ୍ଟ୍ରପତିଙ୍କ ସମବେଦନା

0 73

ନୂଆଦିଲ୍ଲୀ : ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉତର ପ୍ରଦେଶର ବାରବାଙ୍କୀ ସଡ଼କ ଦୁର୍ଘଟଣାରେ ମୃତକଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କରିଛନ୍ତି ।

ଏନେଇ ରାଷ୍ଟ୍ରପତି ତାଙ୍କ ଟ୍ୱିଟର ପୃଷ୍ଠାରେ ଉଲ୍ଲେଖ କରିଛନ୍ତି ଯେ, ଉତର ପ୍ରଦେଶର ବାରବାଙ୍କୀ ଠାରେ ଘଟିଯାଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ କେତେକ ଲୋକଙ୍କ ମୃତ୍ୟୁର ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ଏଥି ସହିତ ସେ ମୃତକଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନ କରିବା ସହିତ ଦୁର୍ଘଟଣାରେ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.