କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୮,୧୬୬ ନୂଆ ମାମଲା

0 54

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୮,୧୬୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୧୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୩୦,୯୭୧ ଥିବା ବେଳେ ବର୍ତମାନ ସୁଦ୍ଧା ୪,୫୦,୫୮୯ ଜଣ ମୃତ୍ୟୁ ବରଣ କରିଛନ୍ତି ।

Leave A Reply

Your email address will not be published.