ରାଜ୍ୟରେ କରୋନାରେ ଆଉ ୭ ଜଣଙ୍କର ମୃତ୍ୟୁ

0 82

-ମୋଟ ମୃତ୍ୟୁ ସଂଖ୍ୟା ୮୨୬୮ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୭ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୨୬୮ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଓ ଖୋର୍ଧା ଜିଲ୍ଲାର ୨-୨ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦରଗଡ. ଯାଜପୁର ଜଗତସିଂହପୁର ଜିଲ୍ଲାର ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.