ରାଜ୍ୟରେ କରୋନାରେ ଆଉ ୩ଜଣଙ୍କର ମୃତ୍ୟୁ

0 74

-ମୋଟ ମୃତ୍ୟୁ ସଂଖ୍ୟା ୮୨୮୨ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୨୮୨ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଜିଲ୍ଲାର ଖୋର୍ଧା, ପୁରୀ ଓ ସୁନ୍ଦଋଜ୍ଞଙ୍ଗ ଜିଲ୍ଲାରୁ ୧-୧ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.