ରାଜ୍ୟରେ କରୋନାରେ ଆଉ ୩ଜଣଙ୍କର ମୃତ୍ୟୁ

0 67

-ମୋଟ ମୃତ୍ୟୁ ସଂଖ୍ୟା ୮୨୮୫ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୨୮୫ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ, ଜଗତସିଂହପୁର ଓ କଟକ ଜିଲ୍ଲାରୁ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.