ରାଜ୍ୟରେ କରୋନାରେ ଆଉ ୫ ଜଣଙ୍କର ମୃତ୍ୟୁ

69

-ମୋଟ ମୃତ୍ୟୁ ସଂଖ୍ୟା ୮୨୯୦ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୨୯୦ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ସଂକ୍ରମିତ ମୃତ୍ୟୁବରଣ କରିଥିବା ବେଳେ ଖୋର୍ଧା, ଝାରସୁଗୁଡା ଓ ବରଗଡ ଜିଲ୍ଲାରୁ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି ।

Comments are closed.