ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ

66

-ମୋଟ ମୃତ୍ୟୁ ସଂଖ୍ୟା ୮୨୯୪ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୨୯୪ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଓ ଜଗତସିଂହପୁର ଜିଲ୍ଲାରେ ୨-୨ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିିଛି ।

Comments are closed.