ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ

64

-ମୋଟ ମୃତ୍ୟୁ ସଂଖ୍ୟା ୮୨୯୬ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୨୯୬ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ନୟାଗଡ ଓ ଜଗତସିଂହପୁର ଜିଲ୍ଲାରେ ୧-୧ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିିଛି ।

Comments are closed.