ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ

77

-ମୋଟ ମୃତ୍ୟୁ ସଂଖ୍ୟା ୮୩୭୭ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୭୭ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଢେଙ୍କାନାଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।

Comments are closed.