କରୋନାରେ ଦେଶରେ ଗତ ୨୪ ଘଂଟାରେ ୬,୯୮୪ ନୂଆ ମାମଲା

0 73

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୬,୯୮୪ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୪୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୭,୫୬୨ ଥିବା ବେଳେ ବର୍ତମାନ ସୁଦ୍ଧା ୪,୭୬,୧୩୫ ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୧,୮୪,୮୮୩ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୬୫,୮୮,୬୨,୯୩୩ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Leave A Reply

Your email address will not be published.