କରୋନାରେ ଦେଶରେ ଗତ ୨୪ ଘଂଟାରେ ୭,୧୪୫ ନୂଆ ମାମଲା

84

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୭,୧୪୫ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୮୯ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୪,୫୬୫ ଥିବା ବେଳେ ବର୍ତମାନ ସୁଦ୍ଧା ୪,୭୭,୧୫୮ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୨,୪୫,୪୦୨ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୬୬,୨୮,୯୭,୨୮୮ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Comments are closed.