ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

0 69

କରଞ୍ଜିଆ : ପର୍ଯ୍ୟଟକଙ୍କ ପାଇଁ ସୋମବାର ଠାରୁ ପୁଣି ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ । କୁହୁଡ଼ିଆ ପାଗ ପାଇଁ ଗତ ୧୨ ତାରିଖରୁ ବନ୍ଦ ଥିଲା ଶିମିଳିପାଳ। କେବଳ ରାତ୍ରୀ ରହଣି ପାଇଁ ପୂର୍ବରୁ ବୁକିଂ କରିଥିବା ପର୍ଯ୍ୟଟକମାନଙ୍କ ପାଇଁ ଖୋଲାଥିଲା । ପାଗ ଅନୁକୂଳ ହେବାରୁ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ।

Leave A Reply

Your email address will not be published.