ମର୍ମନ୍ତୁଦ ଦୁର୍ଘଟଣା: ୭ ଡାକ୍ତରୀ ଛାତ୍ର ମୃତ

0 63

ମହାରାଷ୍ଟ୍ର ୨୫`।୧: ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବ୍ରିଜ୍ ଉପରୁ ତଳକୁ ଖସିପଡିଲା କାର । ଫଳରେ ଦୁର୍ଘଟଣାରେ ୭ ଛାତ୍ରଙ୍କ ମୃତ୍ୟୁ ହୋଇଛି । ଏମାନେ ସମସ୍ତ ମେଡିକାଲ ଛାତ୍ର । କାରଟି ବ୍ରିଜରୁ ଖସିପଡିବା ଦ୍ୱାରା ଦୁର୍ଘଟଣାର ଶିକାର ହୋଇଥିଲା । ଯେଉଁଥିରେ ୭ଜଣ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି । ୱାର୍ଦ୍ଧାର ସେଲସୁରା ନିକଟରେ ଘଟିଛି ଏହି ଦୁର୍ଘଟଣା । ସୂଚନାଥାଉକି, ସାଭାଙ୍ଗିର ମେଡିକାଲ୍ କଲେଜର ଏହି ଛାତ୍ରମାନେ ଦବେଲୀରୁ ୱାର୍ଦ୍ଧା ଅଭିମୁଖେ ଯାଉଥିଲେ । ତେବେ କୌଣସି କାରଣରୁ ବା ଭାରସାମ୍ୟ ହରାଇ କାରଟି ପୋଲ ତଳକୁ ଖସିପଡିଥିଲା ।

Leave A Reply

Your email address will not be published.