ଭୂମିକମ୍ପରେ ଥରିଲା ଉତ୍ତରାଖଣ୍ଡ

0 63

ନୂଆଦିଲ୍ଲୀ: ଭୂମିକମ୍ପରେ ଥରିଲା ଉତ୍ତରାଖଣ୍ଡ । ଉତ୍ତରାଖଣ୍ଡର ଉତ୍ତରକାଶୀରେ ଭୂମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୧ ରେକର୍ଡ ରହିଛି । ତେବେ ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ । ସକାଳ ୫ଟା ୩ମିନିଟରେ ଉତ୍ତରକାଶୀରେ ଭୂମିକମ୍ପ ହୋଇଥିଲା । ଫଳରେ ଲୋକ ମାନେ ଭୟଭୀତ ହୋଇଥିଲେ । କିଛି ଲୋକ ଘରୁ ବାହାରକୁ ବାହାରି ଆସିଥିବା ମଧ୍ୟ ଦେଖିବାକୁ ମିଳିଥିଲା ।

Leave A Reply

Your email address will not be published.