ରାଜ୍ୟରେ କରୋନା ନେଲା ଆଉ ୧୫ ମୁଣ୍ଡ

0 60

ଭୁବନେଶ୍ୱର ୧୮।୦୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୭୧ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଜଣ, ଅନୁଗୁଳ, କଟକ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ,ବାଲେଶ୍ବର, ବରଗଡ଼, ଜଗତସିଂହପୁର, ଯାଜପୁର, ମୟୂରଭଞ୍ଜର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

Leave A Reply

Your email address will not be published.