ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

0 46

ଭୁବନେଶ୍ଵର ୧୩। ୦୩ : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୬୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୯୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୬୫୬୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୮୭୫୯୨୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.