ହାତୀ ଆକ୍ରମଣରେ ଜଣେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ

0 73

ଫରେଷ୍ଟ ଗାର୍ଡଙ୍କୁ ଦଳିଦେଲା ହାତୀ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ରେଞ୍ଜ ବଉଁଶୁଳି ଗାଁରେ ହାତୀ ଆକ୍ରମଣରେ ଜଣେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ହୋଇଛି। ମୃତ ଫରେଷ୍ଟ ଗାର୍ଡ ଜଣଙ୍କ ହେଲେ ଚନ୍ଦ୍ରକାନ୍ତ ରାଉତ।

ମିଳିଥିବା ସୂଚନା ଅନୁସାରେ, ଗତକାଲି ବାଁଶୁଳି ଗାଁକୁ କିଛି ବଣୁଆ ହାତୀ ପଶି ଆସି ଉପଦ୍ରବ କରୁଥିଲେ। ଏନେଇ ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ। ଫରେଷ୍ଟ ଗାର୍ଡ ଚନ୍ଦ୍ରକାନ୍ତ ବାଁଶୁଳି ଗାଁରେ ପହଞ୍ଚି ଗ୍ରାମବାସୀଙ୍କ ଉପସ୍ଥିତିରେ ହାତୀ ଘୋଉଡାଇବାକୁ ଚେଷ୍ଟା କରୁଥିଲେ। ଏହି ସମୟରେ ସେ ହାତୀ ଆଗରେ ପଡ଼ିଯାଇଥିଲେ। ହାତୀଟି ତାଙ୍କୁ ଆକ୍ରମଣ କରିଥିଲା।

Leave A Reply

Your email address will not be published.