ଖାଦ୍ୟ ସୁରକ୍ଷା ଯୋଜନାରେ ୬ ମାସ ବଢିଲା ଚାଉଳ ବଣ୍ଟନ

0 77

ଭୁବନେଶ୍ୱର ୦୧.୦୪ : ଉକ୍ତଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ସରକାରଙ୍କ ଭେଟି । ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ହିତାଧିକାରୀଙ୍କୁ ଆଉ ୬ ମାସ ମିଳିବ ମାଗଣା ଅତିରିକ୍ତ ଚାଉଳ । ହିତାଧିକାରୀଙ୍କୁ ସେପ୍ଟେମ୍ବର ଯାଏ ୫ କିଲୋ ଅତିରିକ୍ତ ଚାଉଳ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏପ୍ରିଲରୁ ସେପ୍ଟେମ୍ୱର ଯାଏଁ ମିଳିବ ଏହି ଚାଉଳ । ଏହା ଫଳରେ ଉପକୃତ ହେବେ ରାଜ୍ୟର ୮.୦୯ ଲକ୍ଷ ପରିବାର । ଏ ବାବଦରେ ୯୧.୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ।

Leave A Reply

Your email address will not be published.