ରାଜ୍ୟରେ ୨୪ ଘଣ୍ଟାରେ ୧୦ କରୋନା ପଜିଟିଭ୍

0 76

ଭୁବନେଶ୍ୱର ୨୭।୦୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୧୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି

Leave A Reply

Your email address will not be published.