ରାଜ୍ୟରେ ୨୪ ଘଣ୍ଟାରେ ୩ ପଜିଟିଭ୍

0 67

ଭୁବନେଶ୍ୱର ୧୭।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୧୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ଜଣେ ରହିଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ରହିଛନ୍ତି ।

Leave A Reply

Your email address will not be published.