ରାଜ୍ୟରେ ୨୪ ଘଣ୍ଟାରେ ୮ କୋଭିଡ୍ ପଜିଟିଭ୍

0 72
sharethis sharing button

ଭୁବନେଶ୍ୱର ୨୧.୫:  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୫୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଛନ୍ତି ।

Leave A Reply

Your email address will not be published.