କଟକ ୧୨.୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ମ୍ୟାଚ୍ । ପ୍ରଥମ ମ୍ୟାଚରେ ପରାଜିତ ହୋଇଥିବା ଟିମ୍ ଇଣ୍ଡିଆ ସିରିଜ୍ ବରାବର କରିବା ଲକ୍ଷ୍ୟରେ ରହିଛି । ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା । ପ୍ରଥମେ ବ୍ୟାଟିଂ କରିବ ଋଷଭ ପନ୍ତଙ୍କ ଟିମ୍ ଇଣ୍ଡିଆ ।