ଆଜିର ରାଶିଫଳ

0 82

“ଅଦ୍ୟ ମିଥୁନ ଦି୧୮ନ,ତୃତୀୟା ଦ୨୪ ।୫୨ ଦିଘ୩ ।୧୧,ଅଶ୍ଳେଷା ଦ୬୦ ନିଶାନ୍ତ,କର୍କଟ ଚନ୍ଦ୍ର ଦ୬୦ ନିଶାନ୍ତ
“ମିଥୁନ ଦ୨/୫୨/୧୦ ଇଂଘ ୫/୧୪/୨୩ ଗତେ ଉଦୟ
“ଧନୁ ଦ୨/୪୪/୫୦ ଇଂଘ ୬/୨୪/୩୦ ଗତେ ଅସ୍ତ ।
“ଯୋଗିନୀ ଅଗ୍ନିକୋଣେ । ଦିବା ଘ୩ ।୧୧ ଗତେ ନୈଋତେ । ଯାତ୍ରାଦି ଶୁଭକର୍ମ ନାସ୍ତି । ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରଚନ୍ଦ୍ର ଶୁଦ୍ଧି । ବୃଷ, ସିଂହ ଓ କନ୍ୟା ରାଶିମାନଙ୍କର ଘାତବାର । ଦିବା ଘ୬ ।୫୪ ମଧ୍ୟେ ଘ୪ ।୪୬ ଗତେ ଘ୬ ।୫ ମଧ୍ୟେ କାଳବେଳା । ଘ୧ ।୨୮ ଗତେ ଘ୩ ।୭ ମଧ୍ୟେ ବାରବେଳା । ରାତ୍ରି ଘ୭ ।୪୬ ମଧ୍ୟେ ଘ୩ ।୫୪ ଗତେ ଘ୫ ।୧୫ ମଧ୍ୟେ କାଳରାତ୍ରି । ମୃତେ ପାଦ ଦୋଷ । ଫଳଂ କୃଷି ହାନି ଓ ଭୂମି ଦାନ । ପ୍ରଥମ ରଜୋଦର୍ଶନେ ସ ମ୍ବତ୍ସର ଗଣ୍ଡଦୋଷ । ଫଳଂ ସ୍ତ୍ରୀ ବନ୍ଧ୍ୟା ଗୋକାଞ୍ଚନ ପ୍ରବାଳ ରକ୍ତବସ୍ତ୍ର ଦାନ । ତ ୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ପୋଟଳ ବିବା ଘ୩ ।୧୧ ଗତେ ମୂଳକ (ମୂଳା) ଭକ୍ଷଣ ନିଷେଧ । “(ଅମୃତ) – ଦିବା ଘ୨ ।୫୧ ଗତେ ଘ୫ ।୧୫ ମଧ୍ୟେ ରାତ୍ରି ଘ୭ ।୧୩ ଗତେ ଘ୮ ।୧ ମଧ୍ୟେ ଘ୧୨ ।୧ ଗତେ ଘ୨ ।୨୫ ମଧ୍ୟେ ।ଘ୪ ।୧ ଗତେ ଘ୫ ।୧୫ ମଧ୍ୟେ । “(ମାହେନ୍ଦ୍ର) – ଦିବା ଘ୭ ।୩ ମଧ୍ୟେ ଘ୯ ।୧୫ ଗତେ ଘ୧୧ ।୩୯ ମଧ୍ୟେ ।
ମେଷ: ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ମିଳିପାରେ । ବିଦ୍ୟାପ୍ରେମୀ ହେବେ । ଧନାଗମ ହେବ ।
ବୃଷ: ଆଳସ୍ୟ ପରାୟଣ ହେଲେ ବି ଆୟ ଆଶାନୁରୂପ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ମୋକଦ୍ଦମା ଖର୍ଚ୍ଚ ମିଳିବ । ଧନ, ସମ୍ପଦ, ଭରପୂର ରହିବ । ସୁସ୍ଥ ଓ ନିରାମୟ ରହିବେ ।
ମିଥୁନ: ଅର୍ଥ ପ୍ରାପ୍ତ ହେବେ; ମାତ୍ର ବ୍ୟୟ ବୃଦ୍ଧି ହେବାର ସୂଚନା ମିଳୁଛି । କର୍ମଚଞ୍ଚଳ ରହିବେ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ଧାର୍ମିକ ପ୍ରକୃତିର ହେବେ । ସାହସୀ ଓ ଜ୍ଞାନୀm ହେବେ । ଗୁପ୍ତବିଦ୍ୟାରେ ରୁଚି ରହିବ ।
କର୍କଟ: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି ।କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଗୃହସୁଖ ସହିତ ଯାନବାହନ ସୁଖ ମିଳିବ । ବହୁବିଦ୍ୟା ପାରଙ୍ଗମ ହେବେ ।
ସିଂହ: ଆୟ ଆଶାନୁରୂପ ହେବ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ ।ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ ଶ୍ରଦ୍ଧା ଅତୁଟ ରହିବ ।
କନ୍ୟା: ଶ୍ରମ ସାର୍ଥକ ହେବ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବିନୟୀ ଭାବର ହେବେ ।
ତୁଳା: କାର୍ଯ୍ୟ ବିଳମ୍ବିତ ହୋଇପାରେ । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶତ୍ରଭାବ ବୃଦ୍ଧି ହେବ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଜଳଯାତ୍ରା କରିବା ଭଲ ।
ବିଛା: ବହୁ ସୁଖର ଅଧୁକାରୀ ହୋଇପାରନ୍ତି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ସ୍ୱକର୍ମ ପାଇଁ ମନରେ ଅହଂ ଭାବ ଆସିପାରେ ।, ଶାନ୍ତ ଓ ଧୈର୍ଯ୍ୟବାନ ହେବେ । ପତ୍ନୀଙ୍କଠାରୁ ପରାମର୍ଶ ମିଳିବ ।
ଧନୁ: ଲୋକ ସଂପର୍କ ଅଧୁକତର ହେବ । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ଚକ୍ଷୁରେ ଯନ୍ତ୍ରଣା ଅନୁଭବ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଶକ୍ତିମାନ୍ ଓ ଶତୃହନ୍ତା ହୋଇପାରନ୍ତି । ଚାକିରିରେ ସୁନାମ ଅର୍ଜନ କରିବେ ।
ମକର: କ୍ରୋଧ ସମ୍ବରଣ କଲେ ମାନ୍ୟତା ପ୍ରାପ୍ତ ହେବେ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବହିବ ।
କୁମ୍ଭ: ତେଜିୟାନ୍ ଓ କଡ଼ା ମିଞ୍ଜାସର ହୋଇପାରନ୍ତି । ଉଦାର ଭାବ ପ୍ରଦର୍ଶନ କରିପାରନ୍ତି । ଦାନ-ଧର୍ମକୁ ଶ୍ରେୟ ମଣିପାରନ୍ତି । ବ୍ୟକ୍ତିତ୍ୱର ବିକାଶ ଘଟିବ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ମୀନ: ବିବାଦୀୟ ଘଟଣାରେ ବିଜୟୀ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ । ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ ।

Leave A Reply

Your email address will not be published.