କଠିନ ପରିଶ୍ରମ ଜାରି ରଖ

0 65

ଭୁବନେଶ୍ୱର, ୬ା୭(ଡିକେ ନ୍ୟୁଜ): ବୁଧବାର ଦିନ ଦଶମ ଶ୍ରେଣୀ ପରୀକ୍ଷାଫଳ ପ୍ରକାଶ ପାଇଛି । ଏଥିରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍ କରିଛନ୍ତି ଯେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା । ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ଉଦ୍ୟମ ପ୍ରଶଂସନୀୟ । ଆଶାତୀତ ଫଳାଫଳ ପାଇ ନଥିବା ଛାତ୍ରଛାତ୍ରୀ ମାର୍କ ନିର୍ବିଶେଷରେ ସର୍ବଦା ଆଗକୁ ବଢିବାର ଇଚ୍ଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ ।

Leave A Reply

Your email address will not be published.