ଶୁଭକାମନା ଜଣାଇଲେ ନବୀନ

0 79

ଭୁବନେଶ୍ୱର, ୯ା୭(ଡିକେ ନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହୁଡା ଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ଏହି ପବିତ୍ର ଅବସରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନିକଟରେ ଆମ ରାଜ୍ୟର ପ୍ରଗତି ସହ ସମସ୍ତଙ୍କ ସୁଖ ଓ ମଙ୍ଗଳମୟ ଜୀବନ କାମନା କରୁଛି ।

Leave A Reply

Your email address will not be published.