୫ ଦିନିଆ ରିମାଣ୍ଡରେ ଉପ- ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ

0 85

ନୂଆଦିଲ୍ଲୀ : ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ଉପ- ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ରିମାଣ୍ଡ େ ର ନେବାକୁ ଅନୁମତି ଦେଇଛନ୍ତି କୋର୍ଟ । ସିସୋଦିଆଙ୍କୁ ୫ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା କେନ୍ଦ୍ରୀୟ ତଦନ୍ତକାରୀ ବ୍ୟୁରୋ (ସିବିଆଇ) । ସୋମବାର ମନୀଷ ସିସୋଦିଆଙ୍କୁ କୋର୍ଟରେ ହାଜର କରାଯାଇଥିଲା । ଅଧିକ ପଚରାଉଚରା ପାଇଁ ରିମାଣ୍ଡ ଆବେଦନ କରିଥିଲା ସିବିଆଇ । କୋର୍ଟ ମାମଲାର ଶୁଣାଣି କରିବା ସହିତ ୫ଦିନ ପାଇଁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ।

Leave A Reply

Your email address will not be published.