ଆପଣଙ୍କ ବୟସ ଅନୁସାରେ କେତେ ଓଜନ ରହିବା ଆବଶ୍ୟକ ?

0 137

ଣେ ମଣିଷ ପାଇଁ ସୁସ୍ଥ ଶରୀର ଯେତିକି ଆବଶ୍ୟକ ସଠିକ ଓଜନ ମଧ୍ୟ ସେତିକି ଆବଶ୍ୟକ । ତେବେ ସଠିକ ଓଜନ କଣ? ଜଣେ ମଣିଷ ଶରୀରର କେଉଁ ବୟସରେ ସଠିକ ଓଜନ କେତେ ରହିବା ଆବଶ୍ୟକ? ଆଜି ଆମେ ଆପଣଙ୍କୁ କହିବୁ ଏସମ୍ପର୍କରେ.

ନବଜାତ ବା ସଦ୍ୟଜାତ ଶିଶୁ ପୁତ୍ରର ଓଜନ ୩.୩ କିଲୋଗ୍ରାମ ଓ କନ୍ୟାର ଓଜନ ୩.୨ କିଲୋଗ୍ରାମ ରହିବା ଉଚିତ୍।

୩ରୁ ୫ ମାସର ପୁଅର ଓଜନ ୬ କେଜି ଓ ଝିଅର ଓଜନ ୫.୪ କେଜି ହେବା ଉଚିତ।

ବର୍ଷକ ଯାଏଁ ପୁଅର ଓଜନ ସର୍ବାଧିକ ୧୦.୨ କିଲୋ ଓ ଝିଅର ୯.୫ କିଲୋ ହେବା ଉଚିତ।

୨ ବର୍ଷ ବେଳକୁ ପୁଅର ଓଜନ ସର୍ବାଧିକ ୧୨.୩ କେଜି ଓ ଝିଅର ଓଜନ ୧୧.୮ କିଲୋ ହେବା ଉଚିତ।

୭ ରୁ ୮ ବର୍ଷର ପୁଅର ଓଜନ ୨୨ କିଲୋ ଓ ଝିଅର ଓଜନ ୨୫ କିଲୋ ହେବା ଉଚିତ।

୯ ରୁ ୧୧ ବର୍ଷ ପିଲାର ପୁଅର ୩୧.୪ କିଲୋ ଓ ଝିଅର ୩୨.୨ କିଲୋ ଓଜନ ହେବା ଉଚିତ୍।

୧୨ରୁ ୧୪ ବର୍ଷ ପୁଅର ଓଜନ ୪୭ କିଲୋ ଓ ଝିଅର ୪୮ କିଲୋ ହେବା ଉଚିତ।

୧୫ ରୁ ୧୮ ବର୍ଷ ବୟସର ପୁଅ ଓ ଝିଅ ଉଭୟଙ୍କ ଓଜନ ୬୦ କିଲୋ ରହିବା ଉଚିତ।

୧୯ରୁ ୨୯ ବର୍ଷ ମଧ୍ୟରେ ପୁଅର ଓଜନ ୬୫ କିଲୋ ଓ ଝିଅର ଓଜନ ୬୦ କିଲୋ ହେବା ଉଚିତ।

୩୦ ରୁ ୩୯ ବର୍ଷରେ ପୁରୁଷମାନଙ୍କ ଓଜନ ୭୦ କିଲୋ ଓ ମହିଳାଙ୍କ ଓଜନ ୭୬.୭ କିଲୋ ହେବା ଉଚିତ।

୪୦ ରୁ ୪୯ ବର୍ଷ ରେ ପୁରୁଷଙ୍କ ଓଜନ ୭୨ କିଲୋ ଓ ମହିଳାଙ୍କ ଓଜନ ୭୬.୨ କିଲୋ ହେବା ଉଚିତ।

୫୦ ରୁ ‌୬୦ ବର୍ଷର ପୁରୁଷଙ୍କ ଓଜନ ୬୫ କିଲୋ ଓ ମହିଳାଙ୍କର ଓଜନ ୭୭ କିଲୋ ହେବା ଉଚିତ।

Leave A Reply

Your email address will not be published.