ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

0 124

ଭୁବନେଶ୍ୱର: ଉଚ୍ଚଶିକ୍ଷା ମନ୍ତ୍ରୀ ପଦରୁ ବାଦ ପଡ଼ିଲେ ରୋହିତ ପୂଜାରୀ । ତାଙ୍କ ସ୍ଥାନରେ ସମବାୟ ଓ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ମିଳିଛି ଉଚ୍ଚ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ବ । ମନ୍ତ୍ରିମଣ୍ଡଳରୁ ରୋହିତଙ୍କୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ଯୋଗୁ ରୋହିତଙ୍କୁ ମନ୍ତ୍ରିମଣ୍ଡଳରୁ ବିଦା କରିବାକୁ ସୁପାରିସ କରିଥିଲେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.