ଡୁମାଣି ଖବର :-୨୯ ତାରିଖରେ ରାଜଭବନରେ ପହଂଚିବେ ରଘୁବର ଦାସ ।ଆସନ୍ତା ୩୧ ତାରିଖରେ ଶପଥ ନେବେ ନୂଆ ରାଜ୍ୟପାଳ । ଓଡିଶାର ରାଜ୍ୟପାଳ କହିଛନ୍ତି କୌଣସି ଦାୟିତ୍ୱ କଠିନ ନୁହେଁ । ନିଷ୍ଠାର ସହ ଦାୟିତ୍ୱ ତୁଳାଇଲେ ଯେତେ ବଡ କାମ ବି ସହଜରେ କରି ହୋଇଥାଏ ।୧୯୮୦ ମସିହାରୁ ଜନତାଙ୍କ ସେବା କରି ଆସୁଥିବା କହିଛନ୍ତି ରଘୁବର ଦାସ ।