ହବିଷ୍ୟାଳି ଶିବିରର ଶୁଭାରମ୍ଭ

0 67

ଶିବିରର ଶୁଭାରମ୍ଭ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁରୀ,୨୯ା୧୦(ଡିକେ ନୁ୍ୟଜ): କାର୍ତ୍ତିକ ବ୍ରତ ପାଇଁ ହବିଷ୍ୟାଳି
ଶିବିରର ଉଦ୍ଘାଟନ କରିଛନ୍ତି । ହବିଷ୍ୟାଳିମାନେ ବିନା କୌଣସି ସମସ୍ୟାରେ କାର୍ତ୍ତିକ ବ୍ରତ କରନ୍ତୁ । ଆପଣମାନଙ୍କୁ ପ୍ରଭୁ ଜଗନ୍ନାଥଙ୍କ ଆର୍ଶିବାଦ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଚଳିତ ବର୍ଷ ରାଜ୍ୟ ସରକାର ଗୋଟିଏ ସ୍ଥାୟୀ ସହ୪ଟି ଅସ୍ଥାୟୀ କେନ୍ଦ୍ର ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା କରିଛନ୍ତି । ବୃନ୍ଦାବତୀ ଭକ୍ତ ନିବାସ, ବଗଲା ଧର୍ମଶାଳା, ଅକ୍ଷୟ ପାତ୍ର ଫାଉଣ୍ଡେସନ, ବାଗେଡ଼ିଆ ଧର୍ମଶାଳା ଓ ମୋଚିସାହି କଲ୍ୟାଣମଣ୍ଡପରେ ବ୍ରତଧାରୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି । ଚଳିତବର୍ଷ ୩ ହଜାରରୁ ଅଧିକ ଅଭିଷ୍ୟାଳି ରେଜିଷ୍ଟ୍ରେସନ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୧, ପୁରୀରୁ ଗତକାଲି ଠାରୁ ପୁରୀ ଆସି ନିଜ ନିଜ ପୃଷ୍ଠା

Leave A Reply

Your email address will not be published.