ପ୍ରତିଶ୍ରୁତି ପରେ ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ

Amla's after the pledge The strike has been called off

0 69

ଭୁବନେଶ୍ୱର, : ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ ହୋଇଥିବା ଜଣାଯାଇଛି। ୫-ଟି ଅଧ୍ୟକ୍ଷଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହାର ନିଷ୍ପତ୍ତି ନେଇଛନ୍ତି। ୭ଦିନ ଭିତରେ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରତ୍ୟାହାର କରାଯାଇଛି। ଗ୍ରେଡ ପେ’ ଓ ଦରମା ବୃଦ୍ଧି ଦାବିରେ ଆଜିଠୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନେଇଥିଲେ ଅମଲା। ୧୯୦୦ ଟଙ୍କା ଗ୍ରେଡ ପେ ବଦଳରେ ୪୨୦୦ ଟଙ୍କା ଗ୍ରେଡ ପେ ଦରମା ପାଇଁ ଦାବି କରୁଛନ୍ତି ଅମଲା। ଏଥିପାଇଁ ପୂର୍ବରୁ ଜୁନ୍‌ ମାସରେ ମଧ୍ୟ ଆନ୍ଦୋଳନ କରିଥିଲେ ଅମଲ। ସେତେବେଳେ ଅମଲାଙ୍କ ଦାବି ଶୀଘ୍ର ସରକାର ପୂରଣ କରିବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲା। କିନ୍ତୁ ସରକାରଙ୍କ ଅସ୍ପଷ୍ଟ ନୀତି ପାଇଁ ପୁଣିଥରେ କାର୍ଯ୍ୟବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲେ ଅମଲା ସଂଘ।

Leave A Reply

Your email address will not be published.