ପୁରୀ ଦଳାଚକଟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉନ୍ନୟନ କମିଶନର

Development Commissioner submits report to Chief Minister on Puri Dalachkata incident

0 80

ଭୁବନେଶ୍ୱର, 31/7: ରଥଯାତ୍ରା ସମୟରେ ପୁରୀ ଶରଧାବାଲିରେ ଦଳାଚକଟା ଘଟଣା ଘଟଣାରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉନ୍ନୟନ କମିଶନର ଅନୁ ଗର୍ଗ ରିପୋର୍ଟ ପ୍ରଦାନ କରିଛନ୍ତି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଉନ୍ନୟନ କମିଶନର ଏହି ରିପୋର୍ଟ ଦେଇଥିଲେ । ତଦନ୍ତ ରିପୋର୍ଟ ମିଳିଥିବା ବେଳେ ଏବେ କ’ଣ କାର୍ଯ୍ୟାନୁଷ୍ଠାନ ନେବେ ସରକାର ସେନେଇ ଚିନ୍ତା କରିବେ । ଜୁନ ୨୯ ତାରିଖ ଭୋର ସକାଳୁ ଶରଧାବାଲିରେ ଦଳାଚକଟା ହୋଇଥିଲା । ଏହି ଅପ୍ରୀତିକର ଘଟଣାରେ ମୋଟ ୩ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଥିଲା । ଅନେକ ଶ୍ରଦ୍ଧାଳୁ ଆହତ ହୋଇଥିଲେ ।

Leave A Reply

Your email address will not be published.