କରୋନାରେ ୨୪ ଘଣ୍ଟାରେ ଆଖି ବୁଜିଲେ ୧୬ ଆକ୍ରାନ୍ତ

0 109

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୬ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୭୪ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ ରୋଗୀ ଆଖି ବୁଜିଛନ୍ତି। ସେହପରି ବାଲେଶ୍ୱରରୁ ୩, କଳାହାଣ୍ଡିରୁ  ମୟୂରଭଞ୍ଜରୁ  ଓ ନୟାଗଡରୁ ୨ ଜଣ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.