ଅମିତ୍ ଶାହାଙ୍କ କରୋନା ରିପୋର୍ଟ ନେଗେଟିଭ୍

ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିଛି । ଶାହା ଏ ବିଷୟରେ ନିଜେ ସୂଚନା ଦେବା ସହ ଏଥିପାଇଁ ଭଗବାନଙ୍କୁ ଧନ୍ୟବାଦ ଦେଇଛନ୍ତି । ସୂଚନାଥାଉକି ୨ ଅଗଷ୍ଟରେ ଅମିତ ଶାହା କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ।

Comments (0)
Add Comment