ରାଜ୍ୟରୁ ଆଉ ୧୦ ଜଣଙ୍କ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ଵର : ରାଜ୍ୟରୁ ଆଜି ଆଉ ୧୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୩୪୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କ ମଧ୍ୟରୁ ଭୁବନେଶ୍ଵରରୁ ୨ ଜଣ ରହିଥିବା ବେଳେ ଗଞ୍ଜାମରୁ ୨, ଭଦ୍ରକ, ବଲାଙ୍ଗୀର,କଟକ,ଯାଜପୁର,କନ୍ଧମାଳ ଏବଂ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ରହିଛନ୍ତି।

Comments (0)
Add Comment