୨ ଏଟିଏମ୍ ଲୁଟେରା ଗିରଫ

ଭୁବନେଶ୍ୱର : ଓଲ୍ଡଟାଉନରେ ଥିବା ଏସବିଆଇ ଏଟିଏମ ଲୁଟ କରିବାକୁ ଉଦ୍ୟମ ବେଳେ ୨ଲୁଟେରାଙ୍କୁ ଗିରଫ କରିଛି ଲିଙ୍ଗରାଜ ଥାନା ପୋଲିସ ।

ସୂଚନା ମୁତାବକ, ଓଲ୍ଡଟାଉନ୍ ର ବଢ଼େଇବାଙ୍କ ଛକ ନିକଟରେ ଥିବା ଏସବିଆଇ ଏଟିଏମକୁ ହ୍ୟାକ୍ କରି ୨ ଏଟିଏମ ଲୁଟେରା ଲୁଟ କରୁଥିବା ବେଳେ ଲୁଟେରାକୁ କାବୁ କରିଥିଲେ ସ୍ଥାନୀୟ ଲୋକେ । ତେବେ ଆଉ ଜଣେ ଲୁଟେରା ଫେରାର ହୋଇଯାଇଛି । ଏନେଇ ଲିଙ୍ଗରାଜ ଥାନା ପୋଲିସକୁ ଖବର ଦିଆଯିବା ପରେ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରିବା ସହ ୨ଲୁଟେରାଙ୍କୁ ଗିରଫ କରିଥିବା ଜଣାପଡ଼ିଛି ।

Comments (0)
Add Comment