ରାଜ୍ୟରେ କରୋନା ନେଲା ଆଉ ୧୫ ମୁଣ୍ଡ

ଭୁବନେଶ୍ୱର୨୧୦୨ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Comments (0)
Add Comment