ଇସ୍ତଫା ଦେଲେ ଦିଲ୍ଲୀ ଉପରାଜ୍ୟପାଳ ଅନିଲ ବୈଜଲ

ନୂଆଦିଲ୍ଲୀ : ଦିଲ୍ଲୀର ଉପରାଜ୍ୟପାଳ ଅନିଲ ବୈଜଲ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ନିକଟକୁ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ସେ ପାଞ୍ଚ ବର୍ଷ ଚାରି ମାସ ଧରି ଦିଲ୍ଲୀର ଉପରାଜ୍ୟପାଳ ଭାବରେ କାର୍ଯ୍ୟ କରୁଥିବା ବୈଜଲ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଥିବା ଜଣାପଡିଛି।

Comments (0)
Add Comment