Browsing Tag

#5t

ଦାମ ରାଉତଙ୍କ ଉପରୁ ହଟିଲା ନିଲମ୍ବନ

ପାରାଦୀପ, (ଡିକେ ନ୍ୟୁଜ୍‌): ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ବର୍ଷିଆନ ରାଜନେତା ଡା.ଦାମୋଦର ରାଉତଙ୍କ ଉପରୁ ସୋମବାର ୨୦୨୪ ନବବର୍ଷର ପ୍ରଥମ ଦିନ ପ୍ରାରମ୍ଭରେ ବିଜୁ…
Read More...

୬ରୁ ବିଏସକେୱାଇ ନବୀନ କାର୍ଡ ପଞ୍ଜୀକରଣ

ଭୁବନେଶ୍ୱର, : ଆସନ୍ତା ଜାନୁଆରୀ ୬ ତାରିଖରୁ ବିଏସକେୱାଇ ନବୀନ କାର୍ଡ ଲାଗି ଅନଲାଇନ ପଞ୍ଜୀକରଣ ଆରମ୍ଭ ହେବ। ଜାନୁଆରୀ ୧୬ ତାରିଖ ଯାଏଁ ଖୋଲା ରହିବ ଅନଲାଇନ୍‌ ପୋର୍ଟାଲ।…
Read More...

ମ୍ୟୁଜିୟମ ଓଡ଼ିଆ ଅସ୍ମିତାର ପରିଚୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯ା୧୨  : ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ଏହାର ୯୦ ବର୍ଷ ପୂର୍ତ୍ତି ଉତ୍ସବ ମହାସମାରୋହରେ ପାଳନ କରିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ…
Read More...

ସୁସ୍ଥ ସମାଜ ହିଁ ସମୃଦ୍ଧ ଭବିଷ୍ୟତର ଭିତ୍ତି: ନବୀନ

ଭୁବନେଶ୍ୱର, ୨୯ା୧୨  : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଏସକେୱାଇ-ନବୀନ କାର୍ଡର…
Read More...

ଉତ୍ସର୍ଗୀକୃତ ସେବା ଯୋଗାଇବାକୁ ଆହ୍ୱାନ

ଭୁବନେଶ୍ୱର,୨୮ା୧୨ : ଓଡ଼ିଶା ରୂପାନ୍ତରଣରେ ସ୍ୱାସ୍ଥ୍ୟସେବା ଏକ ପ୍ରମୁଖ କ୍ଷେତ୍ର। ଓଡ଼ିଶା ଲୋକଙ୍କ ଟଙ୍କାକୁ ଦରମା ଆକାରରେ ଖର୍ଚ୍ଚ କରାଯାଉଛି। ଆପଣଙ୍କୁ ସେମାନଙ୍କ…
Read More...

ଫେବ୍ରୁଆରୀ ଶେଷ ସୁଦ୍ଧା ଭଦ୍ରକରେ ଗଡ଼ିବ ଲକ୍ଷ୍ମୀବସ

ଭଦ୍ରକ, : ବୁଧବାର ୫- ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଭଦ୍ରକ ଗସ୍ତରେ ଯାଇ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ଲୋକଙ୍କ ସମସ୍ୟା…
Read More...

ଜାନୁଆରୀ ୧୫ ସୁଦ୍ଧା କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୪ା୧୨ : ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟକୁ ୨୦୨୪ ଜାନୁଆରୀ ଶେଷ ସପ୍ତାହରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପୂର୍ବରୁ ଆଜି…
Read More...

ଜଳାଶୟ ପୁନରୁଦ୍ଧାର ଏବଂ ବର୍ଜ୍ୟଜଳ ପରି·ଳନାକୁ ସର୍ବୋଚ୍ଚ ପ୍ରାଥମିକତା

ଭୁବନେଶ୍ୱର,  : ଜଳାଶୟ ପୁନରୁଦ୍ଧାର ଏବଂ ବର୍ଜ୍ୟ ଜଳ ପରି•ଳନାର ଗୁରୁତ୍ୱ ଉପରେ ଆଲୋକପାତ କରିବା ପାଇଁ ମୁକ୍ତା ପ୍ରଫେସନାଲମାନଙ୍କ ଦିନିକିଆ ଓରିଏଣ୍ଟେସନ କର୍ମଶାଳା…
Read More...

କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି ମୁଖ୍ୟମନ୍ତ୍ରୀ

କୋରାପୁଟ,୨୩ା୧୨ : କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି ମୁଖ୍ୟମନ୍ତ୍ରୀ। ୭୭ ବର୍ଷରେ ବି ରାଜ୍ୟବାସୀଙ୍କ ସେବା ପାଇଁ ଦିନରାତି ପରିଶ୍ରମ କରୁଛନ୍ତି। ଜୟପୁରରେ…
Read More...

ପ୍ରତିଶ୍ରୁତି ପରେ ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର, : ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ ହୋଇଥିବା ଜଣାଯାଇଛି। ୫-ଟି ଅଧ୍ୟକ୍ଷଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହାର ନିଷ୍ପତ୍ତି ନେଇଛନ୍ତି। ୭ଦିନ…
Read More...