Browsing Tag

#nabinpattnaik

୬ରୁ ବିଏସକେୱାଇ ନବୀନ କାର୍ଡ ପଞ୍ଜୀକରଣ

ଭୁବନେଶ୍ୱର, : ଆସନ୍ତା ଜାନୁଆରୀ ୬ ତାରିଖରୁ ବିଏସକେୱାଇ ନବୀନ କାର୍ଡ ଲାଗି ଅନଲାଇନ ପଞ୍ଜୀକରଣ ଆରମ୍ଭ ହେବ। ଜାନୁଆରୀ ୧୬ ତାରିଖ ଯାଏଁ ଖୋଲା ରହିବ ଅନଲାଇନ୍‌ ପୋର୍ଟାଲ।…
Read More...

ଟ୍ୱିନ୍‌ସିଟିର ରୂପ ବଦଳାଇବ ମେଟ୍ରୋ : ନବୀନ

ଭୁବନେଶ୍ୱର,୧ା୧ : ପରିବହନ କ୍ଷେତ୍ରରେ ଆରମ୍ଭ ହେବ ନୂଆ ଯୁଗ। ଲକ୍ଷ୍ୟ କମ୍‌ ସମୟ କମ୍‌ ଖର୍ଚ୍ଚରେ ସୁରକ୍ଷିତ ଯାତ୍ରା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର…
Read More...

ଟ୍ୱିନ୍‌ସିଟିବାସୀଙ୍କୁ ନୂଆବର୍ଷ ଭେଟି ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, : ଆଜି ଟ୍ୱିନ୍‌ସିଟିବାସୀଙ୍କୁ ନୂଆବର୍ଷ ଭେଟି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ସ୍ୱପ୍ନର ପ୍ର୍‌କଳ୍ପ ମେଟ୍ରୋ ଟ୍ରେନ୍‌ ପାଇଁ ଶୁଭ ଦେବେ…
Read More...

ସିିଭିଲ ସର୍ଭିସ ପରୀକ୍ଷା ବୟସ ସୀମା ୩୮ବର୍ଷକୁ ବୃଦ୍ଧି

ଭୁବନେଶ୍ୱର,୩୦ା୧୨ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ଲୋକସଭା ଭବନରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୩ଟି ପ୍ରସ୍ତାବ ଉପରେ ମୋହର…
Read More...

ସୁସ୍ଥ ସମାଜ ହିଁ ସମୃଦ୍ଧ ଭବିଷ୍ୟତର ଭିତ୍ତି: ନବୀନ

ଭୁବନେଶ୍ୱର, ୨୯ା୧୨  : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଏସକେୱାଇ-ନବୀନ କାର୍ଡର…
Read More...

ନିଯୁକ୍ତି ପାଇବେ ୧୦ ହଜାରରୁ ଉର୍ଦ୍ଧ

ଭୁବନେଶ୍ୱର, : ଓଡ଼ିଶାକୁ ଶିଳ୍ପ ସମୃଦ୍ଧ ରାଜ୍ୟ ଭାବେ ଗଢ଼ି ତୋଳିବା ପାଇଁ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ନେଉଛନ୍ତି। ଶିଳ୍ପ ଅନୁକୂଳ ନୀତି ସହ ସିଙ୍ଗଲ୍‌ ୱିଣ୍ଡୋ…
Read More...

ଜଳାଶୟ ପୁନରୁଦ୍ଧାର ଏବଂ ବର୍ଜ୍ୟଜଳ ପରି·ଳନାକୁ ସର୍ବୋଚ୍ଚ ପ୍ରାଥମିକତା

ଭୁବନେଶ୍ୱର,  : ଜଳାଶୟ ପୁନରୁଦ୍ଧାର ଏବଂ ବର୍ଜ୍ୟ ଜଳ ପରି•ଳନାର ଗୁରୁତ୍ୱ ଉପରେ ଆଲୋକପାତ କରିବା ପାଇଁ ମୁକ୍ତା ପ୍ରଫେସନାଲମାନଙ୍କ ଦିନିକିଆ ଓରିଏଣ୍ଟେସନ କର୍ମଶାଳା…
Read More...

ରାଜଧାନୀରେ ‘ ଘୁମୁସର ମହୋତ୍ସବ’ ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର,୨୩ା୧୨ : ଘୁମୁସର ସାହିତ୍ୟ, କଳା, ସଂସ୍କୃତି ଓ ଭାସ୍କର୍ଯ୍ୟ ସାରା ବିଶ୍ୱ ପ୍ରସିଦ୍ଧ। ଅତୀତରେ ଘୁମୁସର ଭଞ୍ଜ ରାଜବଂଶ ୮୩୨ ଖ୍ରୀଷ୍ଟାବ୍ଦରୁ ଆରମ୍ଭ ହୋଇ…
Read More...

କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି ମୁଖ୍ୟମନ୍ତ୍ରୀ

କୋରାପୁଟ,୨୩ା୧୨ : କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି ମୁଖ୍ୟମନ୍ତ୍ରୀ। ୭୭ ବର୍ଷରେ ବି ରାଜ୍ୟବାସୀଙ୍କ ସେବା ପାଇଁ ଦିନରାତି ପରିଶ୍ରମ କରୁଛନ୍ତି। ଜୟପୁରରେ…
Read More...

ଘରେ ଘରେ ପହଞ୍ଚିବ ନବୀନଙ୍କ ବାର୍ତ୍ତା

ଭୁବନେଶ୍ୱର,୨୩ା୧୨ : ଘରେ ଘରେ ପହଞ୍ଚିବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାର୍ତ୍ତା। ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ମୁଖ୍ୟ ସଚିବ ଓ ମୁଖ୍ୟ…
Read More...